Advertisements

କମିଶନରେଟ୍ ପୋଲିସ ଭୁବନେଶ୍ୱର-କଟକ ପକ୍ଷରୁ ତା-୦୬ /୦୫ /୨୦୨୬ ରିଖରେ ପୋଲିସ ଅଧିକାରୀମାନଙ୍କ ପାଇଁ “Investigation of NDPS cases” ଶୀର୍ଷକ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ଅତିରିକ୍ତ ଆରକ୍ଷୀ ଆୟୁକ୍ତ ଶ୍ରୀ ନରସିଂହ ଭୋଳଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ BPSPA, ଭୁବନେଶ୍ୱରର ଶ୍ରୀ ଆକାଶ ଚନ୍ଦ୍ର ସାହୁ, OPS-I, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଶେଷଜ୍ଞ ଭାବେ ଯୋଗଦେଇ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।

କମିଶନରେଟ୍ ପୋଲିସ ଭୁବନେଶ୍ୱର-କଟକ ପକ୍ଷରୁ ତା-୦୬ /୦୫ /୨୦୨୬ ରିଖରେ ପୋଲିସ ଅଧିକାରୀମାନଙ୍କ ପାଇଁ "Investigation of NDPS cases" ଶୀର୍ଷକ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ଅତିରିକ୍ତ ଆରକ୍ଷୀ ଆୟୁକ୍ତ ଶ୍ରୀ ନରସିଂହ ଭୋଳଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ BPSPA, ଭୁବନେଶ୍ୱରର ଶ୍ରୀ ଆକାଶ ଚନ୍ଦ୍ର ସାହୁ, OPS-I, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଶେଷଜ୍ଞ ଭାବେ ଯୋଗଦେଇ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । କମିଶନରେଟ୍ ପୋଲିସର ସୂଚନା ପ୍ରଯୁକ୍ତିବିଦ୍ୟା ଓ ସାମାଜିକ ଗଣମାଧ୍ୟମ ବିଭାଗ ତରଫରୁ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରାଯାଇଥିଲା ।

wpChatIcon